କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ବାସ୍ତବମୁଖୀ ନୀତି ନିର୍ଦ୍ଧାରଣ ପାଇଁ ‘ଆନ୍ତର୍ଜାତିକ ଖାଦ୍ୟ ନୀତି ଗବେଷଣା ପ୍ରତିଷ୍ଠାନ’ ଓ @krushibibhag ବିଭାଗ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। କୃଷିକୁ ଏକ ଲାଭଜନକ ବୃତ୍ତି ଭାବରେ ବିକଶିତ କରିବା ପାଇଁ ଆମର ଉଦ୍ୟମ ସର୍ବଦା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି। …
କୃଷକଙ୍କ ଆୟ ବୃଦ୍ଧି ନିମନ୍ତେ ବାସ୍ତବମୁଖୀ ନୀତି ନିର୍ଦ୍ଧାରଣ ପାଇଁ ‘ଆନ୍ତର୍ଜାତିକ ଖାଦ୍ୟ ନୀତି ଗବେଷଣା ପ୍ରତିଷ୍ଠାନ’ ଓ @krushibibhag ବିଭାଗ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। କୃଷିକୁ ଏକ ଲାଭଜନକ ବୃତ୍ତି ଭାବରେ ବିକଶିତ କରିବା ପାଇଁ ଆମର ଉଦ୍ୟମ ସର୍ବଦା ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ କହିଛନ୍ତି। https://t.co/oXWpJ61HyN
Source by CMO Odisha
(Visited 29 times, 1 visits today)