ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ୱବିଦ୍ୟାଳୟ ରୂପାନ୍ତରଣ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଅନୁମୋଦନ କରିଛନ୍ତି। ଏଥିପାଇଁ ₹୧୫୦୦ କୋଟି ଖର୍ଚ୍ଚ ହେଉଥିବା ବେଳେ ବୈଷୟିକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଏହାକୁ ଅଗ୍ରଣୀ ଶିକ୍ଷାନୁଷ୍ଠାନ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି। …
ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ୱବିଦ୍ୟାଳୟ ରୂପାନ୍ତରଣ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଅନୁମୋଦନ କରିଛନ୍ତି। ଏଥିପାଇଁ ₹୧୫୦୦ କୋଟି ଖର୍ଚ୍ଚ ହେଉଥିବା ବେଳେ ବୈଷୟିକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଏହାକୁ ଅଗ୍ରଣୀ ଶିକ୍ଷାନୁଷ୍ଠାନ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି। https://t.co/iaRDqsBsKA
Source by CMO Odisha
(Visited 37 times, 1 visits today)