ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରୁଛି । ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବ । ଏହାର ପ୍ରଭାବରେ ଆସନ୍ତା 13 ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା 8ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି. #weathernewstoday #Rainfallalert #Lowpressure #Odishanews #odishanewslive #news18odialive
News18 Odia is one of the India’s leading news channel. Please follow up page to watch live and breaking news with latest videos added every hour.
News18 Odia is one of India’s leading news channels. Please follow up page to watch live and breaking news with the latest videos added every hour.
News18 ଓଡ଼ିଆ ହେଉଛି ଓଡିଶା ର ନାମୀ ଦାମୀ ନ୍ୟୁଜ ଚ୍ୟାନେଲ ଭିତରୁ ଗୋଟିଏ . ଆପଣ ଏହି ଚ୍ୟାନେଲରେ ଓଡ଼ିଶାର ଟିକି ନିଖି ଖବର ପାଇ ପାରିବେ
source#Odisha #Weather #News #Today #LIVE #ପରବଳ #ବରଷବ #Heavy #Rainfall #Pressure #Odia #News